www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀରାମନବମୀରେ ଦୁର୍ଲ୍ଲଭ ସଂଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ଚାକିରି, ରହିବନି ଚିନ୍ତା..

ଚଳିତ ବର୍ଷ ଶ୍ରୀରାମନବମୀ ୬ ଏପ୍ରିଲ, ରବିବାର ପାଳନ କରାଯାଉଛି । ଏହି ଦିନ ପ୍ରଭୁ ଶ୍ରୀରାମଙ୍କ ସହ ମା’ଦୁର୍ଗାଙ୍କ ମଧ୍ୟ ଉପାସନା କରାଯାଏ । ଚୈତ୍ର ମାସର ଶୁକ୍ଳପକ୍ଷର ନବମୀ ତିଥିରେ ରାମନବମୀ ପର୍ବ ପାଳନ କରାଯାଇଥାଏ । ଏହି ଦିନ ପ୍ରଭୁ ଶ୍ରୀରାମଙ୍କ ଜନ୍ମ ହୋଇଥିଲା । ଏହାସହ ଚୈତ୍ର ନବରାତ୍ରୀର ସମାପନ ମଧ୍ୟ ହୋଇଥାଏ ।
ଚଳିତ ବର୍ଷର ରାମନବମୀକୁ ଖୁବ୍‌ ଖାସ୍‌ ବୋଲି କୁହାଯାଇଛି । କାରଣ ଏହି ଦିନ ନବମୀ ସହ ପୁଷ୍ୟ ନକ୍ଷତ୍ର ରବି ପୁଷ୍ୟ ଯୋଗ ଓ ସର୍ବାର୍ଥ ସିଦ୍ଧି ଯୋଗ ମଧ୍ୟ ସୃଷ୍ଟି ହେଉଛି । ଏହାସହ ଏହି ଦିନ ଚନ୍ଦ୍ରମା କର୍କଟ ରାଶିରେ ଚଳନ କରିବେ । ତେବେ ଜାଣନ୍ତୁ ଏହି ରାମନବମୀରେ କେଉଁ କେଉଁ ରାଶି ଭାଗ୍ୟଶାଳୀ ହେବେ..

ମେଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ବ୍ୟବସାୟରେ ଜବରଦସ୍ତ ଲାଭ ମିଳିବ । ଆମଦାନୀର ସ୍ରୋତ ବୃଦ୍ଧି ହେବ । ଧନ ସଞ୍ଚୟ କରିବେ । କର୍ମକ୍ଷେତ୍ରରେ ଆର୍ଥିକ ଲାଭର ଅନେକ ସୁଯୋଗ ମିଳିବ । ମାତା-ପିତାଙ୍କ ଆଶୀର୍ବାଦ ମିଳିବ । ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କ ଦରମା ବୃଦ୍ଧି ହେବ ।

- Advertisement -

କର୍କଟ- ଜୀବନରେ ହସଖୁସି ବୃଦ୍ଧି ପାଇବ । ନୂଆ କାମର ଆରମ୍ଭ କରିବେ । ଅଟକି ଥିବା ଧନ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ହଠାତ୍‌ ପରିବର୍ତ୍ତନ ହେବ । ପରିବାରରେ ମାଙ୍ଗଳିକ କାର୍ଯ୍ୟର ଯୋଗ ରହିଛି । ନୂଆ ଚାକିରିର ଯୋଗ ରହିଛି । ବିଦେଶ ଯାତ୍ରାର ଯୋଗ ରହିଛି ।

ଧନୁ- ଜୀବନରେ ସୁଖସମୃଦ୍ଧି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଅଟକି ଥିବା ସମସ୍ତ କାମ ପୂରଣ ହେବ । ଆମଦାନୀରେ ବୃଦ୍ଧି ସହ ପରିବାରରେ ହସଖୁସିର ବାତାବରଣ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଚାକିରିର ସୁଯୋଗ ମିଳିବ । ବ୍ୟବସାୟରେ ମଧ୍ୟ ଲାଭ ହେବ । ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଶୁଭଙ୍କର ।

ଚୈତ୍ର ନବରାତ୍ରୀ.. ଆଜି ମହାଅଷ୍ଟମୀରେ ଅଦ୍ଭୁତ ସଂଯୋଗ : ଏହି ରାଶିଙ୍କ ଉପରେ ବର୍ଷିବ ମା’ଦୁର୍ଗାଙ୍କ କୃପା, ମିଳିବ ହଠାତ୍‌ ଧନ,ଚମକିବ ଭାଗ୍ୟ..

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories