www.samajalive.in
Saturday, December 6, 2025
19.1 C
Bhubaneswar

ଦେଖନ୍ତୁ ଭିଡିଓ: ଶିମିଳିପାଳରେ ଦେଖାଗଲା ବିରଳ ବାଘ

ସମାଜ ଡିଜିଟାଲ ଡେସ୍କ: ଶିମିଳିପାଳ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ବିରଳ ମେଲାନିଷ୍ଟିକ ବାଘ। ପର୍ଯ୍ୟଟକମାନେ ସଫାରିରେ ବୁଲିବା ସମୟରେ ଏହି ବାଘକୁ ଦେଖିଛନ୍ତି। ଏହାର ଏକ ଭିଡିଓ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଏକ୍ସ’ ଆକାଉଣ୍ଟରେ ଶେୟାର କରିଛନ୍ତି। ପ୍ରଥମ ଥର ଲାଗି ଶିମିଳିପାଳରେ ଏହି ବାଘ ଦେଖାଯାଇଛି।

ସୂଚନାଯୋଗ୍ୟ, ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ଲାଗି ପଦକ୍ଷେପ ନିଆଯାଇଛି। ନିକଟରେ ମହାରାଷ୍ଟ୍ରରୁ ଏକ ବାଘୁଣୀକୁ ଆଣି ଅଭୟାରଣ୍ୟରେ ଛଡ଼ାଯାଇଛି।

- Advertisement -

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories