www.samajalive.in
Sunday, December 7, 2025
23.1 C
Bhubaneswar

ରାସନ କାର୍ଡ ; ଇ-କେୱାଇସି ସରିବା ପରେ ନୂଆ ଆବେଦନ ପାଇଁ ପୋର୍ଟାଲ ଖୋଲିବ- ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ରାସନ କାର୍ଡ ସମ୍ପର୍କରେ ଶନିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୪ ଲକ୍ଷ ଆୟକରଦାତା ମଧ୍ୟ ରାସନ ନେଉଥିଲେ। ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆୟକରଦାତାଙ୍କୁ ରାସନକାର୍ଡରୁ ବାଦ୍‌ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୁରା ତଥ୍ୟ ସାମ୍ନାକୁ ଆସିଲେ ସେମାନଙ୍କୁ ରାସନ କାର୍ଡରୁ ବାଦ୍‌ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ରାସନ କାର୍ଡ ଆବେଦନ ନେଇ ଯୋଗାଣ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଇ-କେୱାଇସି ସରିବା ପରେ ନୂଆ ଆବେଦନ ପାଇଁ ପୋର୍ଟାଲ ଖୋଲିବ। ପ୍ରାୟ ୪୧ ଲକ୍ଷ ଏବେ ବି ଇ-କେୱାଇସି ଅପଡେଟ୍‌ କରିନାହାଁନ୍ତି। ଇ-କେୱାଇସି ପରେ କେତେ ଭୂତ ରାସନକାର୍ଡଧାରୀ ଅଛନ୍ତି, ତାହା ସ୍ପଷ୍ଟ ହେବ।

କ’ଣ କହେ ହସ୍ତରେଖା: ଜାଣନ୍ତୁ କେଉଁମାନଙ୍କର ହୋଇଥାଏ ସରକାରୀ ଚାକିରି..

୨୭ ବର୍ଷ ପରେ ଗୁରୁଙ୍କ ନକ୍ଷତ୍ରରେ ଶନି ଚଳନ; ଏହି ୩ ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

- Advertisement -

ଜିଓର ଏହି ରିଚାର୍ଜ ପ୍ଲାନ୍‌ରେ ବର୍ଷଯାକ ମିଳିବ ଅନ୍‌ଲିମିଟେଡ୍‌ ୫ଜି ଡାଟା

ଦେଖନ୍ତୁ ଭିଡିଓ; ବାଘ ଆକ୍ରମଣରୁ କେମିତି ବଞ୍ଚିଲା ନାବାଳକର ଜୀବନ, ବଳଦକୁ ବି କଲା ଆକ୍ରମଣ..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories