www.samajalive.in
Sunday, December 7, 2025
23.1 C
Bhubaneswar

ଶନିବାର ରାଶିଫଳ

ମେଷ: ପରିଶ୍ରମୀ ହେବେ। କ୍ଲାନ୍ତ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ।
ବୃଷ: ନିର୍ଭୟରେ କାର୍ଯ୍ୟ କରି ସଫଳତା ଲାଭ କରିବେ। ସୁଖ, ଶାନ୍ତିରେ ଦିନଟି ଅତିବାହିତ ହେବ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବ ଗ୍ରହଣ କରିବେ। ଶାନ୍ତି ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ଇଙ୍ଗିତରେ ଚାଲିବେ।
ମିଥୁନ: ନିଜଲୋକ ଅନାଦର କରିପାରନ୍ତି। ଆତ୍ମବଡ଼ିମା ଦେଖାଇ ପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି।
କର୍କଟ: ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ନିସର୍ଗ ସୁଖ ମିଳିବ। ଶାସ୍ତ୍ର ବିଚକ୍ଷଣ ହେବେ।
ସିଂହ: କାର୍ଯ୍ୟ ବିଳମ୍ବିତ ହୋଇପାରେ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମକୁ ଆଦରି ନେବେ। ସଫଳ ବ୍ୟକ୍ତି ବିଶେଷ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତ୍ରକୁ ତ୍ୱରାନ୍ୱିତ କରିପାରନ୍ତି। ବୁଦ୍ଧିମାନ ହେବେ।
କନ୍ୟା: ଗୋଳମାଳିଆ ପରିସ୍ଥିତିରୁ ଲାଭ ଉଠାଇ ପାରନ୍ତି। କାର୍ଯର୍୍ୟରେ ସଫଳତା ଲାଭ କରିବେ। ମନପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଠାକଥା କହି ଅନ୍ୟକୁ ବଶ କରି ପାରନ୍ତି। ପ୍ରେମୀ ଓ ସାହସୀ ହେବେ।
ତୁଳା: ଦୁର୍ଜନଙ୍କ ପ୍ରତି ଘୃଣାଭାବ ସୃଷ୍ଟି ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଶୁଦ୍ଧ-ପୁତ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି। ସହନଶୀଳ ହେବେ। ମିତ୍ର ସୁଖ ପାଇବେ। ପତ୍ନୀ ସ୍ନେହୀ ହେବେ।
ବିଛା: ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିବେ। ରୋଜଗାର ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସୈନିକମାନେ ବୀରତ୍ୱର ପରିଚୟ ଦେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।
ଧନୁ: ଆର୍ଥିକ ସମସ୍ୟା ଦେଖା ଦେଇପାରେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ଖର୍ଚ୍ଚାନ୍ତ ଯୋଗ ଅଛି। ମିଷ୍ଟଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ସାହସୀ ଓ ଜ୍ଞାନୀ ହେବେ।
ମକର: ହଠାତ୍‍ ନିଜର ପୂର୍ବ ନିଷ୍ପତ୍ତି ବଦଳାଇ ଦେଇପାରନ୍ତି। କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ବୃଦ୍ଧି ହେବ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ମିଳିବ।
କୁମ୍ଭ: ସୁଖ-ସମ୍ମାନ ଲାଭ କରିପାରନ୍ତି। କୁଳଦୀପକ ହେବେ। ଚିତ୍ତରେ ପ୍ରସନ୍ନତା ଦେଖାଦେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ମୀନ: ହୃଦୟରେ ଭକ୍ତିଭାବ ଉଦ୍ରେକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମାତ୍ମା, ବିଦ୍ୱାନ ଓ ସାହସୀ ହେବେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories