www.samajalive.in
Wednesday, December 10, 2025
23.1 C
Bhubaneswar

ଶୁକ୍ରବାର ରାଶିଫଳ

ମେଷ: ନିଜର ନିଷ୍ପତ୍ତି ଉପରେ ଅଟଳ ରହିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ପତ୍ନୀ ସ୍ନେହୀ ହେବେ।

ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ପ୍ରଚୁର ପରିମାଣର ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଅଦାଲତ ମାମଲାରେ ବିଜୟୀ ହେବେ। ଉତ୍ତମ ଭୋଜନ ମିଳିବ। ଧନ, ସମ୍ପଦ ଭରପୂର ରହିବ।

- Advertisement -

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ; ମାତ୍ର ଅତ୍ୟଧିକ ପରିଶ୍ରମ କରିପାରନ୍ତି। ଯାତ୍ରାରେ ବାଧା ଉପୁଜି ପାରେ। ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି। ମଧୁରଭାଷୀ ହେବେ। ନିଜ ଅଭିଜ୍ଞତା ବଳରେ କାର୍ଯ୍ୟ ହାସଲ ହେବ।

କର୍କଟ: ବିଭିନ୍ନ ସୂତ୍ରରୁ ଆୟ ବଢ଼ାଇ ପାରନ୍ତି। କାର୍ଯ୍ୟକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିବେ। ସୁସ୍ଥ ଓ ନିରାମୟ ରହିବେ। ଲୋକସଂପର୍କ ବୃଦ୍ଧି ହେବ। ସରକାରୀ ସ୍ତରରୁ ସମ୍ମାନର ସହ ଅର୍ଥ ପ୍ରାପ୍ତ ହେବେ। ବ୍ୟବସାୟ ଲାଭଜନକ ହେବ।

ସିଂହ: ଶତ୍ରୁ ସହିତ ମୁହାଁମୁହିଁ ହୋଇପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ।

କନ୍ୟା: ଦିନଟି ହସ ଖୁସି ଓ ସୁଖରେ ବିତିବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବିବାଦରେ ବିଜୟୀ ହେବେ। ସୁଖ ମିଳିବ।

ତୁଳା: ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଯୁଗ୍ମ-ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ବିଛା: ନୂତନ ଜମି କିଣିବାର ସୁଯୋଗ ମିଳବ। ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବା ଧର୍ମକୁ ଆଦରି ନେବେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ କଥାରେ ପରିଚାଳିତ ହେବେ। ବନ୍ଧୁ ସୁଖ ମିଳିବ।

ଧନୁ: ଉପୁଜି ଥିବା ସମସ୍ୟାର ସମାଧାନ ହେବ। ମନର ସନ୍ଦେହ ଦୂର ହେବ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି।

ମକର: ବ୍ୟବସାୟରେ ଢ଼େର ଉନ୍ନତି ଘଟିବ। କୌଣସି କାରଣରୁ ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। ଧାର୍ମିକ ଓ ତେଜୀୟାନ ହେବେ।

କୁମ୍ଭ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷି ଉପରେ ଗୁରୁତ୍ୱ ଦେବେ। ଯାନବାହନ ସୁଖ ମିଳିବ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମୀନ: କାର୍ଯ୍ୟକୁ କରାୟତ୍ତ କରିପାରନ୍ତି। କର୍ମକ୍ଷେତ୍ର ଉତ୍ସାହପ୍ରଦ ହେବ। ମନପ୍ରସନ୍ନ ରହିବ। ଆସ୍ତିକ ହେବେ। ମିଷ୍ଟଭାଷୀ ହେବେ। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories