www.samajalive.in
Sunday, December 14, 2025
26.1 C
Bhubaneswar

ବନୀତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର, ଆଜି କଥା ହେବେ ମୋଦୀ

ନବରଙ୍ଗପୁର: ପୁଣି ଚମକ ଦେଖାଇଛନ୍ତି ନବରଙ୍ଗପୁର ଝିଅ। କ୍ଷୁଦ୍ର ଗ୍ରହର ଆବିଷ୍କାରକ ବନୀତା ଦାଶ ସମ୍ମାନଜନକ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସି ମାଧ୍ୟମରେ ବନୀତାଙ୍କ ସହ ବାର୍ତ୍ତାଳାପ କରିବେ। ତାଙ୍କୁ ପୁରସ୍କାର ସ୍ବରୂପ ଏକଲକ୍ଷ ଟଙ୍କା ଓ ଇ-ପ୍ରମାଣପତ୍ର ପ୍ରଦାନ କରିବେ ବୋଲି ଜଣାଯାଇଛି। ଏ ନେଇ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦେଶକ ଅଶୋକ କୁମାର ଯାଦବ ନବରଙ୍ଗପୁର ଜିଲାପାଳଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏପରିକି ଜିଲା ପ୍ରଶାସନ ପକ୍ଷରୁ ବନୀତା ଓ ତାଙ୍କ ଅଭିଭାବକ କିଭଳି ଏହି ଆଭାସି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ସେ ବ୍ୟବସ୍ଥା କରାଇବାକୁ ପରାମର୍ଶ ଦେଇଥିବା ଜଣାଯାଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories