www.samajalive.in
Sunday, December 7, 2025
23.1 C
Bhubaneswar

ବିଶ୍ବବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଶ୍ବବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଏହି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ଏକ ଭିଡିଓ ଶେୟାର କରିବା ସହ ଲେଖିଛନ୍ତି, ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories