www.samajalive.in
Thursday, December 11, 2025
26.1 C
Bhubaneswar

ଲୁହା ରଥରେ ବିଦ୍ୟୁତ୍ ତାର ଲାଗି ୨ ମୃତ, ୭ ଗୁରୁତର

ଯାଜପୁର : ଯାଜପୁର ଜିଲା କାଳିଆପାଣି ଥାନା ଟାଟା ମାଇନସ୍ କଲୋନୀ ପରିସରରେ ଗୁରୁବାର ରଥ ଟଣା ବେଳେ ଅଘଟଣ ଘଟିଛି। ଏକ ଲୌହ ନିର୍ମିତ ରଥ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୭ ଜଣ ଆହତ ହୋଇଛନ୍ତି। ମୃତକ ଦୁଇଜଣ ହେଲେ ସୁଚିତ୍ର ଲେଙ୍କା ଓ ଭରତ ରାୟ। ଆହତମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories