www.samajalive.in
Sunday, December 7, 2025
15.1 C
Bhubaneswar

ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ପାଖେଇ ଆସୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ଏଥିପାଇଁ ପୁରୀରେ ଚାଲିଛି ପ୍ରସ୍ତୁତି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ। ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି , ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳଯୋଗାଣ, ନୀରବିଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ଵାସ୍ଥ୍ୟସେବା , ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ। ମୁଖ୍ୟମନ୍ତ୍ରୀ ସହ ଦୁଇ ଉପମୁଖ୍ୟମନ୍ତ୍ରୀ , ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ , ମୁଖ୍ୟ ଶାସନ ସଚିବ , ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ , ଜିଲ୍ଲାପାଳ , ଏସ୍‌ପି , ସେବାୟତଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏଥିରେ ଯୋଗଦେବାର ସୂଚନା ରହିଛି। ସେପଟେ ରଥଯାତ୍ରାର ସୁପରିଚାଳନା ନିମନ୍ତେ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ୯୦ ଜଣ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ ସରକାର ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories