www.samajalive.in
Friday, December 5, 2025
26.1 C
Bhubaneswar

ଗଡିଲା ନନ୍ଦିଘୋଷ ରଥ

ସମାଜ ଡିଜିଟାଲ ଡେସ୍କ: ଆଜି ପୁଣି ଆରମ୍ଭ ହେଲା ରଥଟଣା । ଗୁଣ୍ଡିଚା ଯାତ୍ରାରେ ମହାପ୍ରଭୁଙ୍କ ରଥ ଅଟକି ଯାଇଥିଲା । ମାନ ଅଭିମାନ ଭୁଲି ମନୁଆ ଠାକୁର ଶେଷରେ ମାନିଛନ୍ତି ଏବଂ ଅନୁମତି ଦେଇଛନ୍ତି ରଥକୁ ଆଗକୁ ନେବା ପାଇଁ । ଘଣ୍ଟ ଘଣ୍ଟା, ଶଙ୍ଖ ନାଦରେ କମ୍ପି ଉଠିଛି ବଡଦାଣ୍ଡ । ଏହାପରେ ଗଡିଛି ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ଆଜି ନିର୍ଦ୍ଧାରିତ ସମୟରେ ରଥଟଣା ଆରମ୍ଭ ହୋଇଛି । ବଡ ଠାକୁରଙ୍କ ରଥ ବଳଗଣ୍ଡି ଓ ଦେବୀ ସୁଭଦ୍ରାଙ୍କ ରଥ ମରୀଚିକୋଟ ଛକରୁ ଆଗେଇ ଚାଲିଥିବା ବେଳେ ପଛରେ ଆସୁଛନ୍ତି କାଳିଆ ସାଆନ୍ତ ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories