www.samajalive.in
Tuesday, December 9, 2025
17.1 C
Bhubaneswar

ନିର୍ଦ୍ଧାରିତ ସମୟ ପୂର୍ବରୁ ଗଡ଼ିଲା ରଥ

ପୁରୀ : ରଥ ଟଣା ଆରମ୍ଭ ହୋଇଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥରେ ବସି ଶ୍ରୀଗୁଣ୍ଡିଚା ଅଭିମୁଖେ ଶ୍ରୀଜିଉ ଯାତ୍ରା ଆରମ୍ଭ କରିଛନ୍ତି। ଅପରାହ୍ନ ୪ଟାରେ ରଥଟଣା ହେବ ବୋଲି ପୂର୍ବରୁ ଧାର୍ଯ୍ୟ ହୋଇଥିଲେ ମଧ୍ୟ ଅପରାହ୍ଣ ୨ଟା ୧୫ରେ ରଥଟଣା ଆରମ୍ଭ ହୋଇଥିଲା। ନୀତି ଅନୁଯାୟୀ ପ୍ରଥମେ ଶ୍ରୀବଳଭଦ୍ରଙ୍କ ରଥଟଣା ଆରମ୍ଭ ହୋଇଛି। ସକାଳେ ସମସ୍ତ ନୀତିକାନ୍ତି ଶେଷ ହେବା ପରେ ପ୍ରଭୁଙ୍କର ପହଣ୍ଡି ମଧ୍ୟ ଖୁବ୍ ଆଗୁଆ ଆରମ୍ଭ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories