www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ

ସମାଜ ଡିଜିଟାଲ ଡେସ୍କ: ସୋମବାର ଦିନ ୧୧ଟାରେ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌର ସଦନରେ ଆଇନମନ୍ତ୍ରୀ ପୃଥ୍ୱୀରାଗ ହରିଚନ୍ଦନଙ୍କ ଅଧ୍ୟକ୍ଷାରେ ବୈଠକ ଅନୁଷ୍ଠିତ ହେବ । ଏଥିରେ ବିଭାଗୀୟ ଅଧିକାରୀମାନେ ରଥଯାତ୍ରା ପ୍ଲାନ ନେଇ ରିପୋର୍ଟ ଦେବେ । ରାସ୍ତାଘାଟ, ପରିମଳ, ବିଜୁଳି, ସ୍ୱାସ୍ଥ୍ୟ ପରୀକ୍ଷା, ରେଳ ଚଳାଚଳ ନେଇ ବୈଠକରେ ଆଲୋଚନା ହେବ । ଚଳିତ ଥର ରଥଯାତ୍ରା କିପରି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି, ଭକ୍ତଙ୍କ ଦର୍ଶନ, ଆଇନଶୃଙ୍ଖଳା ବ୍ୟବସ୍ଥା ଏସବୁ ନେଇ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବ । ପ୍ରଥମ ରଥ ସମନ୍ୱୟ ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଅବହେଳା ନେଇ ହୋହଲ୍ଲା ହୋଇଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories