ପବିତ୍ର ଘୋଷଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ଡେସ୍କ: ଚଳିତ ଜୁଲାଇ ୭ ତାରିଖ ରବିବାର ଦିନ ଶ୍ରୀଜୀଉମାନଙ୍କର ପବିତ୍ର ଘୋଷଯାତ୍ରା ଅବସରରେ ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ଘୋଷଯାତ୍ରାର ସିଧାପ୍ରସାରଣ କରିବ। ଉନ୍ନ‌ତମାନର ଅତ୍ୟାଧୁନିକ ପ୍ରସାରଣ ଉପକରଣ ଦ୍ୱାରା ହାଇ ରିଜୋଲ୍ୟୁସନ ଚିତ୍ର ଉତ୍ତୋଳନ କରାଯାଇ ଅଗଣିତ ଦର୍ଶକମାନଙ୍କ ଦର୍ଶନ ନିମନ୍ତେ ନିରବଚ୍ଛିନ୍ନ ଭାବେ ପ୍ରସାରଣ କରାଯିବ ବୋଲି ଦୂରଦର୍ଶନ କାର୍ଯ୍ୟକ୍ରମ ମୁଖ୍ୟ ଦେବାଶିଷ ହାଲଦାର ସୂଚନା ଦେଇଛନ୍ତି। କୌଣସି ପ୍ରକାର ଆତଙ୍କବାଦ ଓ ଏହାର ରୂପରେଖ … Continue reading ପବିତ୍ର ଘୋଷଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ