www.samajalive.in
Saturday, December 6, 2025
14.1 C
Bhubaneswar

ବରଗଡ଼଼ରୁ ପୁରୀ ଯିବ ରଥକାଠ, ପଦ୍ମପୁର ଜଙ୍ଗଲରେ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ କରିବେ ସର୍ବେକ୍ଷଣ

ବରଗଡ଼଼: ବିଶ୍ୱପ୍ରସିଦ୍ଧ ଶ୍ରୀକ୍ଷେତ୍ର ରଥଯାତ୍ରା ପାଇଁ ବରଗଡ଼଼ରୁ ପୁରୀ ଯିବ ରଥକାଠ। ବରଗଡ଼଼ରେ ପୁରୀ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ ପହଞ୍ଚିଛନ୍ତି। ଏହି ୫ଜଣିଆ ଟିମ୍‌‌ ପଦ୍ମପୁର ଜଙ୍ଗଲରେ ରଥକାଠ ପାଇଁ ସର୍ଭେକ୍ଷଣ କରିବେ। ସର୍ବେକ୍ଷଣ ସମୟରେ ଏହି ଟିମ୍‌‌ ସହିତ ବରଗଡ଼଼ ଡିଏଫ୍‌‌ଓ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories