୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ସତ ନୁହେଁ – ନିରଞ୍ଜନ ପଟ୍ଟନାୟକ
ଡେସ୍କ: ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ ମନ୍ତ୍ରୀ ତଥା ବହୁବିଶିଷ୍ଟ ରାଜନୈତିକ ବ୍ୟକ୍ତି ବିଶେଷମାନେ ବାରମ୍ବାର କହି ଆସୁଛନ୍ତି ଯେ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଗଲା। ତେବେ ଏହା ସତ୍ୟ ନୁହେଁ ବୋଲି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, କଂଗ୍ରେସ ସରକାର ସମୟରେ ୧୪.୦୭.୧୯୮୫ରେ ଶେଷ ଥର ପାଇଁ ଭିତର ରତ୍ନଭଣ୍ଡାର ଖୋଲା ଯାଇଥିଲା ବୋଲି ଆର.ଟି.ଆଇ ତଥ୍ୟରୁ ଉପଲବ୍ଧ। ଜାନକୀ ବଲ୍ଲଭ ପଟ୍ଟନାୟକ ମୁଖ୍ୟମନ୍ତ୍ରୀତ୍ୱ କାଳରେ … Continue reading ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ସତ ନୁହେଁ – ନିରଞ୍ଜନ ପଟ୍ଟନାୟକ
Copy and paste this URL into your WordPress site to embed
Copy and paste this code into your site to embed