www.samajalive.in
Saturday, December 6, 2025
26.1 C
Bhubaneswar

ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତରଣ ଶେଷ, ସାଧାରଣ ଦର୍ଶନ ସ୍ଵାଭାବିକ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ରତ୍ନ ଭଣ୍ଡାରରୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତରଣ ଶେଷ ହୋଇଛି। ଶୁକ୍ରବାର ଦିନ ୧ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଥିବା ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ କୋଠରୀକୁ ସ୍ଥାନାନ୍ତର କରାଯାଇଛି ସିନ୍ଦୁକ ଓ ଆଲମିରା। ଏହାପରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ସ୍ଵତନ୍ତ୍ର ଏସଓପି ଅନୁସାରେ ଦିନ ୧ଟାରୁ ସ୍ଥାନାନ୍ତରଣ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଥିଲା।

ତେବେ ପ୍ରଥମେ ବାହାର ରତ୍ନ ଭଣ୍ଡାର ଓ ପରେ ଭିତର ରତ୍ନ ଭଣ୍ଡାରରୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର କରାଯାଥିଲା। ଏଥିସହ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି ମଧ୍ୟ କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

Hot this week

ସ୍ୱାମୀ ହତ୍ୟାକରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories