www.samajalive.in
Tuesday, December 9, 2025
26.1 C
Bhubaneswar

ବିଧାନସଭାରେ ରତ୍ନ ଭଣ୍ଡାର ସୁରକ୍ଷା ତାତି

ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ସୁରକ୍ଷା ପ୍ରସଙ୍ଗକୁ ନେଇ ଆଜି ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ରତ୍ନଭଣ୍ଡାର ସୁରକ୍ଷିତ ଅଛି ନା ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର ସ୍ପଷ୍ଟ କରିବାକୁ କହିଥିଲେ। ରଘୁବୀର ଦାସଙ୍କ ରିପୋର୍ଟ ଗୃହରେ ଉପସ୍ଥାପନ କରାଯିବା ସହ ଏ ନେଇ ବାଚସ୍ପତି ରୁଲିଂ ପ୍ରଦାନ କରିବାକୁ ବିଧାୟକ ସନ୍ତୋଷ ସିଂହ ସାଲୁଜା ଦାବି କରିଥିଲେ।

ସେ କହିଥିଲେ ରାଜ୍ୟ ସରକାର ରତ୍ନ ଭଣ୍ଡାର ସୁରକ୍ଷା ପ୍ରସଙ୍ଗକୁ ନେଇ ଏ ପର୍ଯ୍ୟନ୍ତ ୨୪ଟି କମିଶନ ଗଠନ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ତେବେ ଏଥିରୁ ୮ଟି କମିଶନଙ୍କ ରିପୋର୍ଟ ଗୃହରେ ଉପସ୍ଥାପନ କରାଯାଇନାହିଁ।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories