www.samajalive.in
Friday, December 5, 2025
23.1 C
Bhubaneswar

ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ସଦସ୍ୟ: ଆଜି ଗଣତି ହେବନି , ଖାଲି ରତ୍ନଭଣ୍ଡାର ଖୋଲାଯିବ

ପୁରୀ: ଆଜି ଖୋଲାଯିବ ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର। ତେବେ ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯିବେ। ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏଏସଆଇ ଅଧିକ୍ଷକ ରତ୍ନଭଣ୍ଡାର ଭିତରକୁ ଯିବେ। ରତ୍ନଭଣ୍ଡାର ସବ୍ କମିଟିର ଜଣେ , ହାଇଲେବୁଲ୍ କମିଟିର ଦୁଇ ଜଣ ସଦସ୍ୟ ଯିବେ। ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର ମଧ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ। ଭଣ୍ଡାର ମେକାପ, ଚଢାଉ କରଣ ଓ ଦେଉଳ କରଣ ମଧ୍ୟ ଭିତରକୁ ଯିବେ। ଆଜି ଗଣତି ହେବନି , ଖାଲି ରତ୍ନଭଣ୍ଡାର ଖୋଲାଯିବ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories