www.samajalive.in
Saturday, December 6, 2025
14.1 C
Bhubaneswar

ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି : ଆଇନ ମନ୍ତ୍ରୀ

ପୁରୀ : ଜାନୁଆରୀ ଶେଷ ସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି। ରତ୍ନ ଭଣ୍ଡାର ମରାମତି ସହ ଅଳଙ୍କାର ଗଣତିମଣିତି କାମ ମଧ୍ୟ ଶେଷ ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। କାର୍ତ୍ତିକ ମାସରେ ହବିଷ୍ୟାଳୀ ଏବଂ ଭକ୍ତଙ୍କର ପ୍ରବଳ ଭିଡ ଯୋଗୁଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇନଥିଲା। କିନ୍ତୁ ଏବେ କାର୍ତ୍ତିକ ମାସ ଶେଷ ହୋଇଯାଇଛି। ତେଣୁ ଏଏସଆଇ ପକ୍ଷରୁ ବର୍ତ୍ତମାନ ମରାମତି କାର୍ଯ୍ୟ ଆରମ୍ଭ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories