www.samajalive.in
Monday, December 8, 2025
27.1 C
Bhubaneswar

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ : ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଶୁକ୍ରବାର ତଦନ୍ତ କମିଶନ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛନ୍ତି । ତଦନ୍ତ କମିଶନର ଅଧ୍ୟକ୍ଷ ଜଷ୍ଟିସ୍‌ ରଘୁବୀର ଦାସ କମିଶନ ୩୨୪ ପୃଷ୍ଠା ସମ୍ବଳିତ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ଚାବି ହଜିବା ପ୍ରସଙ୍ଗ ନେଇ ତଦନ୍ତ କରୁଥିବା କମିଶନଙ୍କ ସଚିବ ଗୃହ ବିଭାଗ ଅନୁ ସଚିବଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ।

ସୂଚନା ଯୋଗ୍ୟ  ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ନେଇ ସରକାର ଅବସରପ୍ରାପ୍ତ ବିଚାରତି ଜଷ୍ଟିସ୍‌ ରଘୁବୀର ଦାସଙ୍କୁ କମିଶନ ଭବେ ନିଯୁକ୍ତ କରିଥିଲେ। ଜୁନ ୧୫ରେ କମିଶନ ତଦନ୍ତ ଆରମ୍ଭ କରି ତିନି ମାସ ମଧ୍ୟରେ ତଦନ୍ତ ରିପୋର୍ଟ ପ୍ରଦାନ କରିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ ସେପ୍ଟେମ୍ବର ୭ ତାରିଖରେ ତଦନ୍ତ କିମଶନଙ୍କ କାର୍ଯ୍ୟକାଳ ତିନିମାସ ପାଇଁ ବୃଦ୍ଧି କରାଯାଇଥିଲା।  ଆଜି କମିଶନ ତାଙ୍କର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛନ୍ତି ।

- Advertisement -

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories