www.samajalive.in
Sunday, December 7, 2025
14.1 C
Bhubaneswar

ରତ୍ନଭଣ୍ଡାର: ସତ୍ୟପାଠକୁ ନେଇ ଦ୍ୱନ୍ଦ୍ୱ, ସ୍ପଷ୍ଟିକରଣ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର: ରତ୍ନଭଣ୍ଡାର ଚାବି ହଜିବା ଏବଂ କମିଶନଙ୍କ ରିପୋର୍ଟ ସାର୍ବଜନୀନ ପ୍ରସଙ୍ଗରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଦୁଇ ଦୁଇଟି ପୃଥକ ସତ୍ୟପାଠକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବାରୁ ଓଡ଼ିଶା ହାଇକୋର୍ଟ ସ୍ପଷ୍ଟିକରଣ ମାଗିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡିଶା ହାଇକୋର୍ଟରେ ଦାଖଲ ହୋଇଥିବା ୨୦୨୪ ଜାନୁଆରୀ ୨୯ ସତ୍ୟପାଠରେ ରିପୋର୍ଟ ସାର୍ବଜନୀନ ନ କରିବାକୁ ପ୍ରସ୍ତାବ ଦିଆଯାଇଛି। ସେହିପରି ୨୦୨୪ ଏପ୍ରିଲ ୪ ସତ୍ୟପାଠରେ ସାର୍ବଜନୀନ କରିବାକୁ ସରକାର ରାଜି ବୋଲି କୁହାଯାଇଛି। ତେଣୁ ଉଭୟ ସତ୍ୟପାଠ ଉପରେ ଓଡ଼ିଶା ହାଇକୋର୍ଟ ସ୍ପଷ୍ଟିକରଣ ମାଗିଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତି ଶୁଣାଣି ହେବ ବୋଲି କୁହାଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories