www.samajalive.in
Monday, December 15, 2025
16.1 C
Bhubaneswar

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର

ପୁରୀ: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ  କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲୁ ରହିଛି। ଶେଷ ହେବା ପରେ ଗଣତି ମଣତି କାର୍ଯ୍ୟ କରାଯିବ। ଶେଷ ଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଗଣତି ମଣତି ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories