www.samajalive.in
Monday, December 8, 2025
24.1 C
Bhubaneswar

ଆସନ୍ତାକାଲି ସକାଳ ୮ଟାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ କଟକଣା

ପୁରୀ : ଗୁରୁବାର ସକାଳ ୮ଟାରୁ ଶ୍ରୀମନ୍ଦିରରେ ପ୍ରବେଶ ଉପରେ କଟକଣା ଲାଗିବ । ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ପ୍ରସଙ୍ଗରେ ଏମିତି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । କାଲି ସକାଳ ୮ଟାରୁ ସିଂହଦ୍ବାରକୁ ଛାଡି ଅନ୍ୟ ୩ ଦ୍ବାର ବନ୍ଦ କରାଯିବା ସହ ଶ୍ରୀଜିଉଙ୍କ ଦର୍ଶନ ଉପରେ କଟକଣା ରହିବ ।  ସିଂହଦ୍ବାର ଦେଇ କେବଳ ଅଧିକୃତ ବ୍ୟକ୍ତି ଓ ମନ୍ଦିରରେ ସେବା ଥିବା ସେବାୟତ ହିଁ ଯାଇପାରିବେ । ଏହି ସମୟ ମଧ୍ୟରେ ପ୍ରଥମେ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ । ଏହା ପରେ ଏଏସଆଇକୁ ରତ୍ନଭଣ୍ଡାର ହସ୍ତାନ୍ତର କରାଯିବ । କେତେଦିନ ଭିତରେ ରତ୍ନଭଣ୍ଡାର ମରାମତି ସରିବ ସେନେଇ ଆଲୋଚନା ହେବ ।

ସାମସଙ୍ଗ ଆଣିଲା ନୂଆ ମଡେଲ, କମ୍ ଦାମରେ ବହୁତ ଫିଚର୍

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories