www.samajalive.in
Friday, December 5, 2025
23.1 C
Bhubaneswar

ପଞ୍ଚୁକ ପରେ ରତ୍ନଭଣ୍ଡାରରେ ହେବ ଗଣତିମଣତି

ସମାଜ ଡିଜିଟାଲ ଡେସ୍କ: ପଞ୍ଚକ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନର ଗଣତିମଣତି କରାଯିବ। ଏ ନେଇ ପ୍ରକ୍ରିୟା ଜାରି ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପଞ୍ଚୁକରେ ଶ୍ରୀମନ୍ଦିରରେ କିପରି ଶୃଙ୍ଖଳିତ ଦର୍ଶନ ହୋଇପାରିବ ତାହା ଉପରେ ଏବେ ଗୁରୁତ୍ଵ ଦିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ସିଂହଦ୍ଵାର ଦେଇ ପ୍ରବେଶ ଏବଂ ଅନ୍ୟ ୩ ଦ୍ଵାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories