www.samajalive.in
Monday, December 15, 2025
24.1 C
Bhubaneswar

ଦୁଇ ଦିନ ପାଇଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ପୁରୀ : ଆସନ୍ତା ୧୨ ଏବଂ ୧୩ ତାରିଖରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଠିକଣା ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆସନ୍ତା ୧୨ ଏବଂ ୧୩ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି। ଏହପରି ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories