www.samajalive.in
Saturday, December 6, 2025
23.1 C
Bhubaneswar

ଶୀଘ୍ର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ-ଆଇନ ମନ୍ତ୍ରୀ

ପୁରୀ : ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ । ରତ୍ନଭଣ୍ଡାର ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇ ସୋମବାର ଏପରି କହିଛନ୍ତି । ଏହାସହ ମନ୍ତ୍ରୀ କହିଛନ୍ତି, ଯାଞ୍ଚ କଲା ପରେ ଭିତର ଭଣ୍ଡାର ମରାମତି ନେଇ ନିଷ୍ପତ୍ତି ନିଆଯାଇଛି । ଲେଜର ସ୍କାନିଂ ହେବ କି ନାହିଁ ତାହା ଯାଞ୍ଚ ପରେ ସ୍ପଷ୍ଟ ହେବ ।

ଶ୍ରାବଣ ମାସ: ରାଶି ଅନୁଯାୟୀ ଅର୍ପଣ କରନ୍ତୁ ବାସ୍‌ ଏହି ଜିନିଷ, ଚମକିବ ଭାଗ୍ୟ..


ସୂଚନା ଯୋଗ୍ୟ, ଗତ ଗୁରୁବାର ପୂର୍ବାହ୍ନରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଜଷ୍ଟିସ ରଥଙ୍କ ସମେତ ୧୧ ଜଣିଆ ଟିମ ଭିତର ରତ୍ନଭଣ୍ଡାରରେ ପ୍ରବେଶ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ସହିତ ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ମହାପ୍ରଭୁଙ୍କ ଖଟଶେଯ ଘରକୁ ସ୍ଥାନାନ୍ତର କରାଯାଇଥିଲା। ସିସିଟିଭି କ୍ୟାମେରା ନଜରରେ ଅଳଙ୍କାର ସବୁ ରଖାଯାଇଥିବା ସୂଚନା ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories