ଶୀଘ୍ର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ-ଆଇନ ମନ୍ତ୍ରୀ

ପୁରୀ : ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ । ରତ୍ନଭଣ୍ଡାର ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇ ସୋମବାର ଏପରି କହିଛନ୍ତି । ଏହାସହ ମନ୍ତ୍ରୀ କହିଛନ୍ତି, ଯାଞ୍ଚ କଲା ପରେ ଭିତର ଭଣ୍ଡାର ମରାମତି ନେଇ ନିଷ୍ପତ୍ତି ନିଆଯାଇଛି । ଲେଜର ସ୍କାନିଂ ହେବ କି ନାହିଁ ତାହା ଯାଞ୍ଚ ପରେ ସ୍ପଷ୍ଟ ହେବ । ଶ୍ରାବଣ ମାସ: ରାଶି ଅନୁଯାୟୀ ଅର୍ପଣ କରନ୍ତୁ … Continue reading ଶୀଘ୍ର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ-ଆଇନ ମନ୍ତ୍ରୀ