www.samajalive.in
Friday, December 5, 2025
26.1 C
Bhubaneswar

ରେଭେନ୍ସାର ୧୦ ଛାତ୍ରଙ୍କ ଉପରୁ ଉଠିଲା ନିଲମ୍ବନ

କଟକ: ରେଭେନ୍ସାର ୧୦ ଛାତ୍ରଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର। ରେଭେନ୍ସା ବିଶ୍ଵ ବିଦ୍ୟାଳୟରେ ରାଗିଂ ଅଭିଯୋଗ ଆସିବା ପରେ କର୍ତ୍ତୃପକ୍ଷ ୧୦ଜଣ ହଷ୍ଟେଲ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ। ଏବଂ ନିଲମ୍ବନ କରିଥିଲେ। ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ଏହି ଘଟଣାକୁ ଅସ୍ଵୀକାର କରି ଉଭୟ ଗୋଷ୍ଠୀର ଛାତ୍ର ମାନେ ଧାରଣା ଦେଇଥିଲେ। ହଷ୍ଟେଲ ଓ୍ବାଡେନ୍ ନିଲମ୍ବନ ପ୍ରତ୍ୟାହାର ନେଇ ନିର୍ଦେଶ ଜାରି କରିଛନ୍ତି।

 

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories