www.samajalive.in
Sunday, December 7, 2025
26.1 C
Bhubaneswar

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ଆର୍‌. ଅଶ୍ବିନ୍

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଟିମ୍ ଇଣ୍ଡିଆର ଷ୍ଟାର୍ ବୋଲର ଆର୍‌.ଅଶ୍ଵିନ ।  ଅବସର ନେଇ ଘୋଷଣା କରିଛନ୍ତି କ୍ରିକେଟର ରବିଚନ୍ଦ୍ରନ୍ ଅଶ୍ଵିନ୍ । ଅନ୍ତର୍ଜାତୀୟ କ୍ରିକେଟରେ ଅଶ୍ଵିନଙ୍କ ୧୩ ବର୍ଷର ଯାତ୍ରାରେ ପୂର୍ଣ୍ଣଛେଦ ପଡିଛି। ୩୮ ବର୍ଷୀୟ ଅଶ୍ବିନ ଭାରତ ପାଇଁ ସବୁଠାରୁ ଅଧିକ ୱିକେଟ ନେଇଥିବା ଦ୍ବିତୀୟ ବୋଲର । ତାଙ୍କ ନାମରେ ୫୩୭ ଟେଷ୍ଟ ୱିକେଟ ରହିଛି । ଟେଷ୍ଟ କ୍ରିକେଟରେ ଭାରତ ପାଇଁ ସବୁଠାରୁ ଅଧିକ ୫ ଥର ୱିକେଟ ନେଇଥିବା ଭାରତୀୟ ବୋଲର। ଟେଷ୍ଟ କ୍ୟାରିଅରରେ ସେ ୫୦୦ରୁ ଅଧିକ ଓ୍ବିକେଟ୍ ନେଇଛନ୍ତି। ୨୦୧୧ ରେ ଓ୍ବେଷ୍ଟ ଇଣ୍ଡିଜ୍ ବିପକ୍ଷ ଟେଷ୍ଟରେ ଡେବ୍ୟୁ କରିଥିଲେ। ଟେଷ୍ଟରେ ୩୫୦୩ ରନ୍ ସହ ୬ ଶତକ ଓ ୧୪ ଥର ଅର୍ଦ୍ଧଶତକ ଜିତିଥିଲେ। ୨୦୧୦ ଆଇପିଏଲ​‌ରେ ଚେନ୍ନାଇ ସୁପର କିଙ୍ଗ୍ସରେ ଖେଳିଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories