ଅନ୍ତର୍ଜାତୀୟ ଟି-୨୦ରୁ ଜାଡେଜାଙ୍କ ଅବସର

ସମାଜ ଡିଜିଟାଲ ଡେସ୍କ: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ବିଦାୟ ନେଇଛନ୍ତି ସାର୍‌ ରବୀନ୍ଦ୍ର ଜାଡେଜା। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ବିଶ୍ଵକପ ଫାଇନାଲ ଜିତି ଭାରତ ଟାଇଟଲ ବିଜୟୀ ହେବା ପରେ ଜାଡେଜା ଅବସର ଘୋଷଣା କରିଛନ୍ତି। ପୂର୍ବରୁ ରୋହିତ ଶର୍ମା ଏବଂ ବିରାଟ କୋହଲି ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ଜାଡେଜା କ୍ରିକେଟ କ୍ୟାରିୟର ମଧ୍ୟରେ ୭୪ଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳିଛନ୍ତି। ସେଥିରୁ ସେ ୫୧୫ ରନ୍‌ ସଂଗ୍ରହ କରିବା ସହିତ … Continue reading ଅନ୍ତର୍ଜାତୀୟ ଟି-୨୦ରୁ ଜାଡେଜାଙ୍କ ଅବସର