www.samajalive.in
Sunday, December 7, 2025
23.1 C
Bhubaneswar

ଠେଙ୍ଗାରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ, ଅଭିଯୁକ୍ତ ଗିରଫ

ରାୟଗଡା : ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ଵାମୀ। ରାୟଗଡା ଜିଲ୍ଲା ଶେଷଖାଲ ଥାନା ଗେଣ୍ଡାଓ୍ବାଲସ ଗାଁରେ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସ୍ଵାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ସ୍ତ୍ରୀକୁ ଏକ ଠେଙ୍ଗା ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିଲେ। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories