www.samajalive.in
Tuesday, December 9, 2025
17.1 C
Bhubaneswar

ବିଚ୍ ରାସ୍ତାରେ ସ୍ତ୍ରୀକୁ ଛୁରାମାଡ କଲା ସ୍ବାମୀ

ରାୟଗଡା: ରାୟଗଡା ନଦୀ ସାହି ରାସ୍ତାରେ ଅଭାବନୀୟ ଘଟଣା ଘଟିଛି। ବିଚ୍ ରାସ୍ତାରେ ସ୍ତ୍ରୀକୁ ଛୁରାମାଡ କରିଛି ସ୍ବାମୀ । ଘରେ କୌଣସି କାରଣକୁ ନେଇ ବଚସା ହେବା ପରେ ସ୍ତ୍ରୀ ଜଣକ ଘରୁ ବାହାରକୁ ଆସିଥିବାବେଳେ ଛୁରାମାଡ ହୋଇଛି। ମହିଳାଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରୁ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଥିବାବେଳେ ପୁଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories