www.samajalive.in
Saturday, December 6, 2025
14.1 C
Bhubaneswar

ବାଇକ ଦୁର୍ଘଟଣାରେ ଚାଲିଗଲା ୨ ନାବାଳକଙ୍କ ଜୀବନ

ରାୟଗଡ଼ା: ନାବାଳକ ବାଇକ ଚଳାଇବା ହେଲା କାଳ। ବାଇକ ଚଳାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ଜଣ ନାବାଳକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଦରାଗୁଡ଼ା ଥାନା ଜି.କରଳ ପାଖରେ ଦୁଇ ବାଇକ ମଧ୍ୟରେ ଧକ୍କା ହୋଇଥିଲା। ଦୁର୍ଘଟଣାସ୍ଥଳରେ ହିଁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିଲା। ଅପରପକ୍ଷରେ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଆଉ ଜଣେ ନାବାଳକଙ୍କ ମେଡ଼ିକାଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories