www.samajalive.in
Monday, December 15, 2025
14.1 C
Bhubaneswar

ବଟି ନ ଦେବାରୁ ଗୁଳିମାଡ଼

ରାୟଗଡ଼ା: ଆଜି ବଟି ଆଦାୟକୁ ନେଇ କିଛି ଦୁର୍ବୁତ୍ତ ଜଣେ ଟ୍ରକ ଡ୍ରାଇଭରଙ୍କୁ ଗୁଳିମାଡ଼ କରିଛନ୍ତି। ୫/୬ ଜଣ ଦୁର୍ବୁତ୍ତ ଟ୍ରକ ଡ୍ରାଇଭରଙ୍କୁ ରାସ୍ତାରେ ଅଟକାଇ ଗୁଳିମାଡ଼ କରିଥିବା ସୂଚନା ମିଳିଛି। ବଟି ନ ଦେବାରୁ ଏହି ଦୁର୍ବୁତ୍ତମାନେ ଡ୍ରାଇଭରଙ୍କୁ ଗୁଳିମାଡ଼ କରିଛନ୍ତି। ଟିକିରିଥାନା କାଳିଆପଡ଼ା ଘାଟିରେ ୫/୬ଜଣ ଦୁର୍ବୁତ୍ତ ଟ୍ରକ ଡ୍ରାଇଭରଙ୍କୁ ଅଟକାଇ ଗୁଳିମାଡ଼ କରିବା ପରେ ସମସ୍ତେ ଦୁର୍ବୁତ୍ତ ଫେରାର ହୋଇଯାଇଥିଲେ। ଗୁଳିମାଡ଼ରେ ଆହତ ଡ୍ରାଇଭର ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories