www.samajalive.in
Sunday, December 7, 2025
26.1 C
Bhubaneswar

କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ରାୟଗଡ଼ା: ରାୟଗଡ଼ା ଗୁଣପୁର ବ୍ଲକର ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ସରୋଜ ପଣ୍ଡାଙ୍କୁ ଦଣ୍ଡାଦେଶ ହୋଇଛି। ଭିଜିଲାନ୍ସ କୋର୍ଟ ପକ୍ଷରୁ ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ସରୋଜ ପଣ୍ଡାଙ୍କୁ ୩ ବର୍ଷ ଜେଲ ସହ ୨ଲକ୍ଷ ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ୨୦୧୧ରେ ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ସରୋଜ ପଣ୍ଡା ଗିରଫ ହୋଇଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories