www.samajalive.in
Friday, December 12, 2025
27.1 C
Bhubaneswar

ଟ୍ରକ ଚାପାରେ ୨ ମୃତ

ରାୟଗଡ଼ା: ଟ୍ରକ ଚାପାରେ ୨ ବାଇକ ଆରୋହୀଙ୍କ ଜୀବନ ଚାଲିଯାଇଛି। ଚାନ୍ଦିଲି ଥାନା ଭାକୁରଗୁଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୋଟିଏ ବାଇକ ଡିଭାଇଡରରେ ପିଟି ହେଲା ପରେ ଟ୍ରକ ଚଢ଼ି ଯାଇଥିଲା। ବାଇକରେ ଯାଉଥିବା ୨ଜଣ ଯାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ପୁରୁଷ ଥିବା ଜଣାପଡ଼ିଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories