ରାୟଗଡା : ରାୟଗଡା ଜିଲ୍ଲା ଦରାଗୁଡା ଥାନା ଏ.କୋରଲ ନିକଟରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରାଯାଇଛି। ଜଣେ ବ୍ୟକ୍ତି ଅଟୋରେ ବସି ଟିକିରି ଆସୁଥିବାବେଳେ ସେ ଅଟୋ ଚାଳକଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଅଘଟଣ ଘଟିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଯୁବକକୁ ଅଟକ ରଖିବା ସହ ତଦନ୍ତ ଜାରି ରଖିଛି।
Popular Categories



