www.samajalive.in
Friday, December 5, 2025
26.1 C
Bhubaneswar

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ , ଦୁଇ ଗୁରୁତର

ରାୟଗଡା: ଘାଟିରେ ବସ୍‌ ଓଲଟି ଦୁଇ ଗୁରୁତର, ୨୩ ଆହତ। ରାୟଗଡା ଜିଲ୍ଲା ମୁକୁନ୍ଦପୁର ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଘାଟିରେ ଏକ ବସ୍‌ ଓଲଟି ପଡିଛି। ଯାତ୍ରୀବାହୀ ବସ୍‌ ଟି ହିଞ୍ଜିଳିକାଟୁରୁ ଟିକିରି ଅଭିମୁଖେ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଥିବାବେଳେ ୨୩ ଜଣ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାୟଗଡା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories