www.samajalive.in
Saturday, December 6, 2025
16.1 C
Bhubaneswar

ମାଲବାହୀ ଟ୍ରେନର ଚଳନ୍ତା ୱାଗନ ଦୁର୍ଘଟଣାଗ୍ରସ୍ତ

ରାୟଗଡା : ରାୟଗଡା ୟାର୍ଡରେ ଆଜି ସକାଳେ ଏକ ମାଲବାହୀ ଟ୍ରେନର ଚଳନ୍ତା ୱାଗନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରଲିଟି ୟାର୍ଡରେ ଲାଇନ୍ ନମ୍ବର ୪ ଏବଂ ୫ ମଧ୍ୟରେ ଥିଲା ଏବଂ କୌଣସି ଟ୍ରାକରେ ନଥିଲା। ଦୁର୍ଭାଗ୍ୟବଶତଃ ଏହି ଘଟଣାରେ ଜଣେ ଠିକା ଶ୍ରମିକ ମାଲବାହୀ ଟ୍ରେନ୍ ଦ୍ୱାରା ଧକ୍କା ପାଇ ମୃତ୍ୟୁବରଣ କରିଛନ୍ତି। ଜଣେ ଶ୍ରମିକ ଏବଂ ଜଣେ ଟ୍ରଲି ମ୍ୟାନ୍‌ ସାମାନ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ତଦନ୍ତ ପାଇଁ ବରିଷ୍ଠ ରେଳ ଅଧିକାରୀମାନେ ତୁରନ୍ତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ଏବଂ ଠିକାଦାରଙ୍କ ଦ୍ୱାରା ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯାଉଛି।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories