www.samajalive.in
Wednesday, December 10, 2025
18.1 C
Bhubaneswar

ଲୁଟି ବନ୍ଧା ହେଲେ ୩ ହୋମଗାର୍ଡ

ରାୟଗଡା : ପୁଲିସ ଭୟ ଦେଖାଇ ଲୁଟି ବନ୍ଧା ହେଲେ ୩ ହୋମଗାର୍ଡ । ୩ ହୋମଗାର୍ଡଙ୍କ ସମେତ ୭ ଜଣଙ୍କୁ ଗିରଫ କରିଛି ରାୟଗଡା ଟାଉନ୍‌ ପୁଲିସ । ଜଣେ ବ୍ୟବସାୟୀଙ୍କ ଠାରୁ ୯ ଲକ୍ଷ ଟଙ୍କା ଓ ସୁନା ଚେନ୍‌ ଲୁଟି ଥିଲେ । ପୁଲିସ ଭୟ ଦେଖାଇ ଲୁଟିଥିବା ନେଇ ଥାନାରେ ଏତଲା ପରେ ଗିରଫ ହୋଇଛନ୍ତି । ଘଟଣାର ତଦନ୍ତ ଜାରି ରହିଛି ।

୫୦ ବର୍ଷ ପରେ ତ୍ରିଗ୍ରହୀ ପୁଣି ଚର୍ତୁଗ୍ରହୀ ଯୋଗ: ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories