www.samajalive.in
Saturday, December 6, 2025
16.1 C
Bhubaneswar

ଶକ୍ତିକାନ୍ତଙ୍କୁ ‘ଗଭର୍ଣ୍ଣର ଅଫ ଦ ଇୟର’

ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ଣ୍ଣର ଅଫ୍‌ ଦ ଇୟର’ ପୁରସ୍କାର ପ୍ରଦାନ କରାଯାଇଛି। ଏହି ସମ୍ମାନ ଲଣ୍ଡନ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ଦ୍ୱାରା ଦେଶର କେନ୍ଦ୍ରୀୟ ବ୍ୟାଙ୍କର ଗଭର୍ଣ୍ଣରଙ୍କୁ ପ୍ରଦାନ କରାଯାଇଛି। ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଦାୟିତ୍ୱ ଗ୍ରହଣ କରିବା ପରେ ଶକ୍ତିକାନ୍ତ ଦାସ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କରୋନା ସଙ୍କଟ ସମୟରେ ମଧ୍ୟ ସେ ତାଙ୍କ ନିଷ୍ପତ୍ତି ସହିତ ଲୋକଙ୍କ ପ୍ରଶଂସା ଲାଭ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories