ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡିବାରୁ ତାଙ୍କୁ ତୁରନ୍ତ ଚେନ୍ନାଇ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ମିଳିଥିବା ସୂଚନାନୁଯାୟୀ, ତାଙ୍କର ଏସିଡିଟି ସମସ୍ୟା ଥିବା ସହ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍‌ ଖରାପ ହୋଇଥିଲା । ଏଥିପାଇଁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କେନ୍ଦ୍ରୀୟ ବ୍ୟାଙ୍କର ପ୍ରବକ୍ତା ମଧ୍ୟ ଏହି ଖବର ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି, ଶକ୍ତିକାନ୍ତ ଦାସଙ୍କ ଏସିଡିଟି ସମସ୍ୟା … Continue reading ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ