www.samajalive.in
Friday, December 5, 2025
27.1 C
Bhubaneswar

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ ମୁଦ୍ରା ନୀତି କମିଟି (ଏମପିସି) ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ ହ୍ରାସ  କରି ୫.୨୫% କରିବାକୁ ନିଷ୍ପତ୍ତି ନେଇଛି । ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଆରବିଆଇ ଏହାର ମନୋଭାବ ନିରପେକ୍ଷ ରଖିଛି ।

ଲଗାତାର ଦୁଇଟି ଏମପିସି ହାରକୁ ୫.୫% ରେ ଅପରିବର୍ତ୍ତିତ ରଖିବା ପରେ ରେପୋ ହାର ହ୍ରାସ କରାଯାଇଛି । ଏଲଏଏଫ (ଲିକ୍ଵିଡିଟି ଆଡଜଷ୍ଟମେଣ୍ଟ  ଫାସିଲିଟି) ଅଧୀନରେ ଏସଟିଏଫ (ଷ୍ଟାଣ୍ଡିଂ ଡିପୋଜିଟ ଫାସିଲିଟି) ହାର ୫% ଏବଂ ଏମେସଏଫ (ମାର୍ଜିନାଲ୍ ଷ୍ଟାଣ୍ଡିଂ ଫାସିଲିଟି) ଏବଂ ବ୍ୟାଙ୍କ ହାର ୫.୫% ରେ ସଂଯୋଜିତ ହେବ । ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଏମପିସି ମଧ୍ୟ ନିରପେକ୍ଷ ମନୋଭାବ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories