www.samajalive.in
Saturday, December 6, 2025
23.1 C
Bhubaneswar

୫ମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌‌

ନୂଆଦିଲ୍ଲୀ : ଲଗାତାର ୫ମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌‌। ୬.୫%ରେ ରେପୋ ରେଟ ଅପରିବର୍ତ୍ତିତ ରହିଥିବା ନେଇ ଶୁକ୍ରବାର ଆଇବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ‘ମନିଟାରୀ ପଲିସି କମିଟି’ ରେପୋ ରେଟ୍‌‌ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ଗ୍ରହଣ କରିଛି।
ଆରବିଆଇ ଗଭର୍ଣ୍ଣରଙ୍କ ଅନୁଯାୟୀ, ଷ୍ଟାଣ୍ଡିଂ ଡିପୋଜିଟ ସୁବିଧା ହାର ୬.୨୫% ଏବଂ ମାର୍ଜିନାଲ ଷ୍ଟାଣ୍ଡିଂ ସୁବିଧା ହାର ଏବଂ ବ୍ୟାଙ୍କ ହାର ୬.୭୫% ରେ ରହିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories