www.samajalive.in
Saturday, December 6, 2025
19.1 C
Bhubaneswar

ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ୧୫୩ ରନର ବିଜୟ ଲକ୍ଷ୍ୟ ରଖିଲା ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର

ଦୁବାଇ : ଚଳିତ ଆଇପିଏଲ୍‌ର ‘କର ବା ମର’ ଲିଗ୍‌ ମୁକାବିଲାରେ ଆଜି ମୁହାଁମୁହିଁ ହୋଇଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ଆଜିର ଏହି ଗୁରୁତ୍ଵପୂର୍ଣ୍ଣ ମ୍ୟାଚରେ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ ନିଷ୍ପତ୍ତି ନେଇଥିଲା। ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୧୫୨ରନ କରିବାରେ ସମର୍ଥ ହୋଇଛି। ପାଡିକଲଙ୍କ ୫୦ ରନ ଏବଂ ଏବି ଡିଭିଲିୟର୍ସଙ୍କ ଦ୍ରୁତ ୩୫ ରନ ଇନିଂସ ବଳରେ ବାଙ୍ଗାଲୋର ନିର୍ଦ୍ଧାରିତ ଓଭରରେ ୭ ଓ୍ଵିକେଟ୍ ହରାଇ ୧୫୨ ରନ କରିଛି। ବାଙ୍ଗାଲୋର ପକ୍ଷରୁ ନୋର୍ତ୍ତଜେ ୩ଟି ଓ୍ଵିକେଟ୍, କାଗିସୋ ରାବଡା ୨ ଏବଂ ରବିଚନ୍ଦ୍ରନ ଅଶ୍ଵିନ ଗୋଟିଏ ଓ୍ଵିକେଟ୍ ନେଇଥିଲେ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories