www.samajalive.in
Saturday, December 6, 2025
14.1 C
Bhubaneswar

ମୁମ୍ବଇ ଇଣ୍ଡିଆନ୍ସ ପାଇଁ ୨୦୨ରନର ବିଶାଳ ବିଜୟ ଲକ୍ଷ୍ୟ ରଖିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ଦୁବାଇ : ଆଇପିଏଲ ୧୩ତମ ସଂସ୍କରଣର ୧୦ତମ ମ୍ୟାଚ ସୋମବାର ଦୁବାଇର ଡିସିଏ ଷ୍ଟାଡ଼ିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ମୁମ୍ବଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି। ଆଜିର ମ୍ୟାଚରେ ମୁମ୍ବଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମେ ବ୍ୟାଟିଂ କରି ମୁମ୍ବଇ ପାଇଁ ୨୦୨ରନର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଏବି ଡିଭିଲିୟର୍ସଙ୍କ ଅପରାଜିତ ବିସ୍ଫୋରକ ୫୫ ରନ, ଦେବଦୁତ୍ତ ପାଡିକଲଙ୍କ ୫୪ ଓ ଆରୋନ ଫିଞ୍ଚଙ୍କ ୫୨ ରନ ସହାୟତାରେ ବେଙ୍ଗାଲୁରୁ ଏହି ବିଶାଳ ସ୍କୋର କରିବାରେ ସମର୍ଥ ହୋଇଛି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories