www.samajalive.in
Sunday, December 7, 2025
26.1 C
Bhubaneswar

ରେକର୍ଡ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୭୯୭୨କୁ ବୃଦ୍ଧି

ଭୁବନେଶ୍ବର : ଶୁକ୍ରବାର ରାଜ୍ୟରୁ ରେକର୍ଡ ସଂଖ୍ୟକ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭୯୭୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୧୮୫ ଜଣ ଏବଂ ରାୟଗଡାରୁ ୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ବଲାଙ୍ଗୀରରୁ ୪୫, କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ ଓ ସୁନ୍ଦରଗଡରୁ ୨୪ ଜଣ ଲେଖାଏଁ , ଅନୁଗୋଳରୁ ୨୩, ବାଲେଶ୍ବରରୁ ଓ ଜଗତସିଂହପୁରରୁ ୧୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟପକ୍ଷରେ ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତି, ଝାରସୁଗୁଡା ଏବଂ ନବରଙ୍ଗପୁରରୁ ୮ ଜଣ ଲେଖାଏଁ ଓ ମୟୂରଭଞ୍ଜରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।

ଏହାସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୭,୯୭୨କୁ ବୃଦ୍ଧି ପାଇଛି। ଏଯାବତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲା ସଂଖ୍ୟା ୩,୯୧୧ ଥିବାବେଳେ ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories