୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରେକର୍ଡ ସଂଖ୍ୟକ ଆଇଟିଆର ଦାଖଲ

ଡେସ୍କ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଚଳିତ ବର୍ଷ ଜୁଲାଇ ୩୧ ସୁଦ୍ଧା ଦାଖଲ ହୋଇଥିବା ମୋଟ ଆଇଟିଆର ସଂଖ୍ୟା ୭.୨୮ କୋଟି ଅତିକ୍ରମ କରିଛି। ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ଏହା ୭.୫% ଅଧିକ ବୋଲି ଜଣାପଡିଛି। ୨୦୨୩ ଜୁଲାଇ ୩୧ ସୁଦ୍ଧା ଆଇଟିଆର ଦାଖଲ ସଂଖ୍ୟା ୬.୭୭ କୋଟି ଥିଲା। ଆୟକର ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଦାଖଲ ହୋଇଥିବା ମୋଟ ୭.୨୮ କୋଟି ଆଇଟିଆର ମଧ୍ୟରୁ … Continue reading ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରେକର୍ଡ ସଂଖ୍ୟକ ଆଇଟିଆର ଦାଖଲ