www.samajalive.in
Saturday, December 6, 2025
26.1 C
Bhubaneswar

ଭ୍ୟାନ୍ ଓଲଟି ଜଣେ ମୃତ, ୨୫ ଆହତ

ରେଢାଖୋଲ : ଥମୁନି ସଡକ ଦୁର୍ଘଟଣା। ପ୍ରତିଦିନ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସୁଛି ଦୁର୍ଘଟଣାର ଖବର। ଆଜି ରେଢାଖୋଲ ଏନଏଚ୍ ୫୫ ଯୁଯୁମୁରା ତହସିଲ ଅଫିସ ନିକଟରେ ଏକ ଭ୍ୟାନ୍ ଓଲଟି ପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆଜି ସକାଳୁ କିଛି କ୍ୟାଟରିଂ କର୍ମଚାରୀ ବିବାହ କାର୍ଯ୍ୟରେ ଯୋଗଦେବାକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories