www.samajalive.in
Monday, December 8, 2025
14.1 C
Bhubaneswar

ହ୍ରାସ ପାଉଛି ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବା ଆରମ୍ଭ ହୋଇଛି। ୨୪ ଘଣ୍ଟାରେ ମଧ୍ୟରେ ୭୦, ୫୮୯ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୬୧, ୪୫,୨୯୫ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୭୬ ଜଣଙ୍କର ମୃତ୍ୟୁ ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୬, ୩୧୮କୁ ବୃଦ୍ଧି ପାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁସାରେ , ଦେଶରେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ସଂଖ୍ୟା ୫୧,୦୧,୩୯୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୭,୫୭୬ରେ ପହଞ୍ଚିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories